ଭାରତକୁ ତୈଳ ଯୋଗାଣ ଜାରି ରଖିବ ରୁଷିଆ,ବ୍ୟାରେଲ ପିଛା ୪୯ ଡଲାର

ନୂଆଦିଲ୍ଲୀ,୧୪।୧୨ : ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆର ଅଶୋଧିତ ତୈଳ ଉପରେ ବ୍ୟାରେଲ ପିଛା ଅତି କମରେ ୬୦ଡଲାରର ପ୍ରାଇସ୍‌ କ୍ୟାପ୍‌ ଲଗାଇଛନ୍ତି।…