ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ ଅବସରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।…