ଏଣିକି ୭ ବର୍ଷ ପରେ ଜଣେ ଏସ୍‌ଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷରୁ ୭ ବର୍ଷକୁ ଖସାଇଲେ ରାଜ୍ୟ ସରକାର। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସ୍‌ଆଇ ଇନ୍ସପେକ୍ଟର ହେଉଥିଲେ। ୭ ବର୍ଷ ପରେ ପଦୋନ୍ନତି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *