ଇସ୍ତଫା ଦେଲେ ସୁଖବୀର ସିଂ

ଚଣ୍ଡୀଗଡ,୧୬।୧୧: ଇସ୍ତଫା ଦେଇଛନ୍ତି ଶିରୋମଣି ଅକାଳୀ ଦଳ ସଭାପତି ସୁଖବୀର ସିଂ ବାଦଲ। ସେ ଦଳର ଅଧକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ନେତୃତ୍ୱରେ ବିଶ୍ୱାସ ପ୍ରକାଶ କରିଥିବାରୁ ଏବଂ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ହୃଦୟରୁ ସମର୍ଥନ ଏବଂ ସହଯୋଗ ଦେଇଥିବାରୁ ବାଦଲ ଦଳର ସମସ୍ତ ନେତା ତଥା କର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *