କେବଲ ଟେଲିଭିଜନ ନେଟୱର୍କ ନିୟମ ୧୯୯୪ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲା ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ

ବ୍ୟବସାୟିକ ସୁଗମତା: ସଂଶୋଧିତ ନିୟମ ଅଧୀନରେ, ପ୍ରସାରଣ ସେବା ପୋର୍ଟାଲରେ ସ୍ଥାନୀୟ କେବୁଲ୍‌ ଅପରେଟରଙ୍କ ପଞ୍ଜିକରଣ ସମ୍ପୂର୍ଣ୍ଣ ଭାବେ ଅନଲାଇନ୍‌ ହେଲାଏମଆଇବି…

ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ , ବିକଶିତ ଭାରତର ଯାତ୍ରା ଯାତାୟାତ କ୍ଷେତ୍ରରେ ଏକ ଅଭୂତପୂର୍ବ ପରିବର୍ତ୍ତନ ଏବଂ ଦ୍ରୁତ ଅଭିବୃଦ୍ଧିର ସାକ୍ଷୀ ହେବ: ପ୍ରଧାନମନ୍ତ୍ରୀ

ସହଜ ଗମନାଗମନ ଆଜି ଭାରତ ପାଇଁ ସର୍ବୋଚ୍ଚ ପ୍ରାଥମିକତା: ପ୍ରଧାନମନ୍ତ୍ରୀ ମେକ୍ ଇନ୍ ଇଣ୍ଡିଆ ଅଭିଯାନର ଶକ୍ତି ଦେଶର ଅଟୋମୋବାଇଲ ଶିଳ୍ପର…

ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡ (ଆରଆଇଏନଏଲ) ପାଇଁ ମୋଟ ୧୧,୪୪୦ କୋଟି ଟଙ୍କାର ପୁନରୁଦ୍ଧାର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

ଆରଆଇଏନଏଲ୍ ପାଇଁ ଏତେ ବଡ଼ ପୁନରୁଦ୍ଧାର ଏବଂ ପୁନର୍ଗଠନ ଯୋଜନାକୁ ଅନୁମୋଦନ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କୁ ଧନ୍ୟବାଦ…

ନୂଆ ସଂଚାର ସାଥୀ ମୋବାଇଲ ଆପ୍ ପ୍ରତ୍ୟେକ ନାଗରିକଙ୍କୁ ସିଧାସଳଖ ଟେଲିକମ୍ ସୁରକ୍ଷା ଉପକରଣ ଉପଲବ୍ଧ କରାଇବ

ବିଭିନ୍ନ ନାଗରିକ କେନ୍ଦ୍ରୀତ ଟେଲିକମ୍ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଶ୍ରୀ ସିନ୍ଧିଆ ସଂଚାର ସାଥୀ ମୋବାଇଲ ଆପ୍…

ଇମ୍ଫା ରେ କୃତ୍ରିମ ବୁଦ୍ଧିମତା ଆଧାରିତ କ୍ୟାମେରା ସଂସ୍ଥାପନ ସମାରୋହ

ରାୟଗଡ-ଅଜୟ ରଥ–୧୭/୦୧/୨୦୨୫ଥେରୁବାଲି ସ୍ଥିତ ଇମ୍ଫା କାରଖାନା ପରିସରରେ ଆଚରଣ-ଆଧାରିତ ସୁରକ୍ଷାରେ କୃତ୍ରିମ ବୁଦ୍ଧିମତା ସମ୍ପର୍ଣ୍ଣ ବୈଷୟିକ ଜ୍ଞାନ କୌଶଳକୁ ଉପଯୋଗ କରି…