୧ କୋଟିରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ମା ମାନଙ୍କ ମନ କିଣିଲେ ମୋହନ

ଛତ୍ରପୁର : ୦୮.୦୩.୨୫

(ମିଥୁନ ବାରିକ୍)

ଛତ୍ରପୁର : ରାଜ୍ୟରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ଲେଖାଏ ମହିଳାଙ୍କ ଆକାଉଣ୍ଟକୁ ଶନିବାର ଆସିଛି। ଗଞ୍ଜାମ ଜ଼ିଲା ବ୍ରହ୍ମପୁର ସହର ଆମ୍ବପୁଆ ପଡ଼ିଆରେ ଆୟୋଜିତ କାର୍ଯ ଊର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଏହି କିସ୍ତି ପ୍ରଦାନର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ-ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା, ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଆସ୍କା ଏମ୍‌ପି ଅନିତା ସୁଭଦର୍ଶନୀ, ଜ଼ିଲାର ବିଧାୟକଗଣ , ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *