ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ପୁରୀ : ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲୁକାକଳାରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଏକ ସୁନ୍ଦର ଛବି ତିଆରି କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସାରା ଦେଶରେ ଜନ୍ମାଷ୍ଟମୀ ଅତି ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଇଥାଏ । ଆଜି ମଧ୍ୟ ରାତ୍ରିରେ ଜନ୍ମ ଗ୍ରହଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ଏଥିପାଇଁ ଉତ୍ସବ ମୁଖର ହୋଇଉଠିଛି ଗାଁ ଠୁ ସହର ।

Leave a Reply

Your email address will not be published. Required fields are marked *