
ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ ହୋଇଛି । ଏହି କମିଟିରେ ୧୦ ଜଣ ସଦସ୍ୟ ଅଛନ୍ତି । ଏହି କମିଟିରେ ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ ପୂଜାପଣ୍ଡା, ଗଣେଶ ଦାସ ମହାପାତ୍ର, ରାମନାରାୟଣ ଗୋଚ୍ଛାୟତ, ରଘୁବୀର ଦାସ ମହାରାଜ, ପୂର୍ବତନ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ, ଚାଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ ଏବଂ ମହେଶ କୁମାର ସାହୁ ସ୍ଥାନ ପାଇଛନ୍ତି।