“ଜିଲ୍ଲା ସ୍ବାସ୍ଥ୍ୟ,ପୋଲିସ,ଡ୍ରଗ ଓ ଅବକାରୀ ବିଭାଗର ମିଳିତ ଚଢାଉ “

ବାରିପଦା(କ:ବ୍ଯୁ)ତା୧୦\୦୨\୨୦୨୬
ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ,
ପୋଲିସ ବିଭାଗ, ଡ୍ରଗ ଇନ୍ସପେକ୍ଟର ମୟୂରଭଞ୍ଜ ରେଞ୍ଜ ୨ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଆଜି ବାରିପଦା ସଦର ଥାନା ଅଞ୍ଚଳରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ନିକଟସ୍ଥ ଓ ବଜାର ଅଞ୍ଚଳରେ ପାନ ଦୋକାନ, କିରାନା ( ଗ୍ରୋସେରୀ) ଦୋକାନ ମାନଙ୍କରେ ଅଚାନକ ଚଢ଼ାଉ କରାଯାଇ ଏହି ସବୁ ଦୋକାନ ଗୁଡିକରେ ବିକ୍ରୟ କରାଯାଉଥିବା ବିଭିନ୍ନ ପ୍ରକାର ତମାଖୁ ଜାତୀୟ ନିଶା ଦ୍ରବ୍ୟ ବିକ୍ରି କରୁଥିବା ଅଭିଯୋଗ ରେ ୧୦ ଟି ଦୋକାନରୁ ୨୦୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି।
ଦୀନବନ୍ଧୁ ବାରିକ (ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)

Leave a Reply

Your email address will not be published. Required fields are marked *