ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ପୁଷ୍ପମାଲ୍ୟାର୍ପଣ

କୋରାପୁଟ ( କ ବ୍ୟୁ ) ୨୬. ୦୪. ୨୬ : ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ଫାୟାର ଷ୍ଟେସନ ଛକ ଠାରେ ଅବସ୍ଥିତ ମହାରାଜାଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା I କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ରାଧା ରାଣୀ ସରକାର ଓ ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ

Leave a Reply

Your email address will not be published. Required fields are marked *