ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରେ ପୁଷ୍ପମାଲ୍ୟାର୍ପଣ

କୋରାପୁଟ ( କ ବ୍ୟୁ ) ତା ୨୮. ୦୪. ୨୬ : ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରେ ଉପଲକ୍ଷେ ସ୍ଥାନୀୟ ଗୋପବନ୍ଧୁ ପାର୍କ ଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା I ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ଉପଜିଲ୍ଲାପାଳ ପ୍ରେମ ଲାଲ ହିଆଲ, କୋରାପୁଟ ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ରାଧା ରାଣୀ ସରକାର ଓ ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ସ୍ମୃତି ଚାରଣ କରିଥିଲେ I

Leave a Reply

Your email address will not be published. Required fields are marked *