ସୁଶ୍ରୀ ବିଶ୍ୱପୂଜ୍ୟା ସ୍ବାଇଁ ଙ୍କୁ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସରେ ଶ୍ରେଷ୍ଠ ଶିକ୍ଷୟିତ୍ରୀ ସମ୍ମାନ

ଅନୁଗୁଳ : ଅନୁଗୁଳରେ ଆୟୋଜିତ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ବିଶ୍ୱପୂଜ୍ୟା ସ୍ୱାଇଁ ଜିଲ୍ଲାର ଶ୍ରେଷ୍ଠ ଶିକ୍ଷୟିତ୍ରୀ ଭାବେ ସମ୍ମାନିତ ହୋଇଛନ୍ତି। ଅନୁଗୁଳ ଜିଲ୍ଲାପାଳଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ଏହି ସମ୍ମାନ ମୁଖ୍ୟ ଅତିଥି ଓଡ଼ିଶାର ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଏବଂ ଅନୁଗୁଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ହସ୍ତରୁ ଗ୍ରହଣ କରିଛନ୍ତି। ଏହି ସଫଳତା ପାଇଁ ବିଦ୍ୟାଳୟ ଓ ଗୋପୀନାଥପୁର ଗ୍ରାମବାସୀଙ୍କ ମଧ୍ୟରେ ଆନନ୍ଦ ସୃଷ୍ଟି ହେବା ସହ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି ।

Leave a Reply

Your email address will not be published. Required fields are marked *