ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆବେଦନ ଖାରଜ; ଆଗୁଆ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

November 14, 2024, 12:41 [IST] ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆବେଦନ ଖାରଜ। ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ। ଜୟନାରାୟଣଙ୍କ ଆବେଦନକୁ ପ୍ରଥମେ ହାଇକୋର୍ଟ ଖାରଜ କରିଥିଲେ । ଏହାକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ ଜୟନାରାୟଣ। ଗତବର୍ଷ ଫେବ୍ରୁଆରୀ ୧୫ରେ ସମ୍ବଲପୁରରେ ଘଟିଥିଲା ଘଟଣା। ପରସ୍ପର ନାଁରେ ଅଭିଯୋଗ ଆଣିଥିଲେ ଜୟନାରାୟଣ ଓ ଆଇଆଇସି।

Leave a Reply

Your email address will not be published. Required fields are marked *