Blog
ନେପାଳ ର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମଚନ୍ଦ୍ର ପୌଡେଲ
ନେପାଳ କଂଗ୍ରେସର ବରିଷ୍ଠ ନେତା ରାମଚନ୍ଦ୍ର ପୌଡେଲ ସୋମବାର ରାଷ୍ଟ୍ରପତି ଭବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି କାର୍ଯ୍ୟାଳୟରେ ଥିବା ଶୀତଳ ନିବାସରେ…
ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ, ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କୁ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଭେଟି
ରାଉରକେଲା (ଓଡ଼ିଶା ଟୁଡେ): ଦିନିଆ ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର…
ମାଡ଼ିିଲାଣି ମାନ୍ଦାବସ୍ଥା
ଓ୍ବାଶିଂଟନ,୧୧ା୧: ୨୦୨୩ ବିଶ୍ୱ ଅର୍ଥନୀତି ପାଇଁ ଏକ ବିପଜ୍ଜନକ ବର୍ଷ ହେବାକୁ ଯାଉଛି। କାରଣ ଯେଉଁ ମାନ୍ଦାବସ୍ଥାକୁ ନେଇ ଅର୍ଥନୀତିଜ୍ଞମାନେ ଚିନ୍ତା…
ଭାରତ-ସାଇପ୍ରସ ମଧ୍ୟରେ ହେବ ପ୍ରତିରକ୍ଷା ଚୁକ୍ତି
ନୂଆଦିଲ୍ଲୀ/ନିକୋସିଆ,୨୯।୧୨ : ଭୂମଧ୍ୟସାଗରରେ ତୁର୍କୀର ଆକ୍ରୋଶ ଯୋଗୁ ଅସୁବିଧାରେ ପଡିଥିବା ସାଇପ୍ରସ ପ୍ରତିରକ୍ଷା ସମେତ ଭାରତ ସହିତ ଅନେକ ଚୁକ୍ତି କରି…
ଫୁଲବାଣୀ ଗସ୍ତରେ ଜେ.ପି. ନଡ୍ଡା
ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ…
ଭଞ୍ଜନଗର ବିଶ୍ବକପ୍ ଟ୍ରଫି
ଭଞ୍ଜନଗର: ଓଡ଼ିଶା ହକି ବିଶ୍ବକପ୍ ମ୍ୟାଚ ଅନୁଷ୍ଠିତ କରୁଥିବାରୁ ସହର ଠାରୁ ଗ୍ରାମଞ୍ଚଳରେ ଏହି କ୍ରୀଡାକୁ ନେଇ ଉତ୍ସାହର ମାହୋଲ ସୃଷ୍ଟି…
ଦେଶରେ ଆଜି ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୭।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ…
ଭାରତ ଚୁପ ହୋଇ ବସି ରହିବ ବୋଲି ଭାବିବା ଚାଇନାର ବଡ ଭୁଲ
ନୂଆଦିଲ୍ଲୀ,୧୫।୧୨ : ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ଭାରତୀୟ ଏବଂ ଚାଇନା ସୈନିକଙ୍କ ମଧ୍ୟରେ ସଂଘର୍ଷ ପରେ ପୂର୍ବତନ ବୈଦେଶିକ ସଚିବ…